ଆଜିର ଖବର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓମ୍ବାଡ୍ସିର ୨୭ତମ “ବୋର୍ଡ ଅଫ୍ ଡାଇରେକ୍ଟର୍ସ” ବୈଠକ ଭୁବନେଶ୍ୱର: ଓଡ଼ିଶା ଖଣିଜ ପଦାର୍ଥ ଧାରକ ଅଞ୍ଚଳ ଉନ୍ନୟନ ନିଗମର (ଓମ୍ବାଡସି) ୨୭ତମ ବୋର୍ଡ ଅଫ୍ ଡାଇରେକ୍ଟର୍ସ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଦିନ…