ଆଜିର ଖବର ରାଜ୍ୟରେ ଦୃତ ଗତିରେ ବଢୁଛି କରୋନା, ୨୩ ଟି ଜିଲ୍ଲାକୁ ବ୍ୟାପିଲା ସଂକ୍ରମଣ ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୪୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୨୮ ଜଣ ଆକ୍ରାନ୍ତ…