ବିଶେଷ ଖବର BREAKING: ସବୁଜ ଶକ୍ତି ପ୍ରକଳ୍ପରେ ୫.୯୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଅହମଦାବାଦ/ଭୁବନେଶ୍ବର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍ଆଇଏଲ୍) ପକ୍ଷରୁ ମୋଟ ୫.୯୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ କରିବା ଲାଗି ଗୁଜରାଟ ସରକାରଙ୍କ ସହ ଆଜି ଏମ୍ଓୟୁ ସ୍ୱାକ୍ଷର…