ଅନ୍ତରାଷ୍ଟ୍ରୀୟ ପାରାଲିମ୍ପିକ୍ ଗେମ୍ସରେ ଭାରତ ପାଇଁ ପ୍ରଥମ ରୌପ୍ୟ ପଦକ ଜିତିଲେ ଭାବୀନା ପଟେଲ: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ନୂଆଦିଲ୍ଲୀ: ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ ଗେମ୍ସରେ ରୌପ୍ୟ ପଦକ ଜିତି ଭାରତର ଭାବୀନା ପଟେଲ ଇତିହାସ ସୃଷ୍ଟି କରିଛନ୍ତି। ଟେବୁଲ୍ ଟେନିସରେ ଭାରତ ପାଇଁ ପଦକ ଜିତିଥିବା…