ଆଜିର ଖବର ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ଲାଗି ଭୁବନେଶ୍ୱରରେ ଚିନ୍ତନ ଶିବିରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ଵର: ଭାରତର ଇସ୍ପାତ କ୍ଷେତ୍ରର ଭବିଷ୍ୟତ ପ୍ରଗତି ନିମନ୍ତେ ଗହନ ବିଚାରବିମର୍ଶ କରିବା ଉଦ୍ଦେଶ୍ୟରେ ଆଜି ଠାରୁ ଭୁବନେଶ୍ୱର ଠାରେ ଦୁଇ ଦିନିଆ ଚିନ୍ତନ ଶିବିର ଆରମ୍ଭ…