ଆଜିର ଖବର ଆଇଆଇଏମସିରେ ଓଡ଼ିଆ ପିଜି ଡିପ୍ଲୋମା ଆବେଦନ ଅବଧି ବୃଦ୍ଧି ଢେଙ୍କାନାଳ: ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମସି) ପକ୍ଷରୁ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା କୋର୍ସରେ ନାମଲେଖା ପାଇଁ ଆବେଦନପତ୍ର ଦାଖଲର ଶେଷ ତାରିଖ ବୃଦ୍ଧି କରାଯାଇଛି।…