ଆଜିର ଖବର ଲୋକସେବା ଭବନରେ ‘ଓଡିଶା ଭିଜନ ୨୦୩୬ ଓ ୨୦୪୭’ ପାଇଁ ‘ପରାମର୍ଶ କର୍ମଶାଳା’ ଭୁବନେଶ୍ୱର: ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ହେବ। ଏଥିପାଇଁ ୩୬ଟି କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଓଡିଶାକୁ ୫୦୦ ବିଲିଅନ ଡଲାର ଅର୍ଥନୀତିରେ ପରିଣତ କରାଯିବ। ୨୦୩୬…