ଆଜିର ଖବର ଝାଂଶୀ ରେଳ ଷ୍ଟେସନର ନାମ ପରିବର୍ତ୍ତନ କଲେ ଆଦିତ୍ୟନାଥ ସରକାର ଲକ୍ଷ୍ନୌ: ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଝାଂଶୀ ରେଳ ଷ୍ଟେସନର ନାମ ପରିବର୍ତ୍ତନ କରିଛନ୍ତି। ବର୍ତ୍ତମାନ ଏହି ରେଳ ଷ୍ଟେସନକୁ ବୀରାଙ୍ଗନା ଲକ୍ଷ୍ମୀବାଇ ରେଳ ଷ୍ଟେସନ ଭାବରେ…