ଭୁବନେଶ୍ବରରେ ରାଷ୍ଟ୍ରପତି

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛି। ବିମାନ ବନ୍ଦରରେ ତାଙ୍କୁ ରାଜ୍ୟପାଳ ହରିବାବୁ…