ଆଜିର ଖବର ବିକଶିତ ଭାରତର ସଂକଳ୍ପ ପ୍ରତ୍ୟେକ ରାଜ୍ୟ, ଜିଲ୍ଲା, ବ୍ଲକ ଏବଂ ଗ୍ରାମର ସାମୂହିକ ସଂକଳ୍ପ ହେବା ଉଚିତ: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ପୂର୍ବାହ୍ନରେ ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ନୀତି ଆୟୋଗର ୧୧ତମ ଗଭର୍ଣ୍ଣିଂ କାଉନସିଲ୍ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ‘ବିକଶିତ…