ଆଜିର ଖବର ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଭୁବନେଶ୍ୱର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ମଞ୍ଚେଶ୍ୱର ରେଳ ଷ୍ଟେସନରୁ ତାଳଚେର ଏବଂ ତାଳଚେରରୁ ବଳରାମ ଏବଂ ଅନୁଗୁଳ ପର୍ଯ୍ୟନ୍ତ ୱିଣ୍ଡୋ ଟ୍ରେଲିଂ ନିରୀକ୍ଷଣ କରି…