ଆଜିର ଖବର ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତିକୁ ନେଇ ଆଇନ ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ ବୈଠକ ବାଲୁଗାଁ: ଆଜି ଚିଲିକା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ତଥା ବିଧାୟକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚିଲିକା ନିର୍ବାଚନ ମଣ୍ଡଳୀ…