ଆଞ୍ଚଳିକ ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ମହତପଲ୍ଲା ଗ୍ରାମର ପ୍ରସିଦ୍ଧ ଶିକ୍ଷାନୁଷ୍ଠାନ ମହତପଲ୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୨୦୨୫-୨୦୨୬ ଶିକ୍ଷା ବର୍ଷର ବାର୍ଷିକ ଉତ୍ସବ ଅତ୍ୟନ୍ତ ଆଡମ୍ବରମୟ…