ଆଜିର ଖବର ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାଉଦି ଆରବର ଯୁବରାଜ ତଥା ପ୍ରଧାନମନ୍ତ୍ରୀ ଯୁବରାଜ ମହମ୍ମଦ ବିନ୍ ସଲମାନଙ୍କ ସହ ଆଲୋଚନା କରିଛନ୍ତି। ଦୁଇ ନେତା ପଶ୍ଚିମ ଏସିଆର…