ବିଶେଷ ଖବର ମହିମା ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର: ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର। କାୟାକଳ୍ପରେ ଆସିବ ପୁରା ପରିବର୍ତ୍ତନ। ଗତ ମେ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ…