ରଣପୁର: ଶୁକ୍ରବାର ଅପରାହ୍ଣ ୨ ଘଟିକା ସମୟରେ ରଣପୁର ବ୍ଲକ ବଜ୍ରକୋଟ ଗ୍ରାମ ନିକଟସ୍ଥ ଅସୁରକୁମାରୀ ଛକ ଠାରେ ଟ୍ରକ ଓ ବାଇକ ମୁହାମୁହିଁ ହୋଇ ଦୁର୍ଘଟଣା…
ମହିଳା ମୃତ
ରେଢ଼ାଖୋଲ (କନ୍ଦର୍ପ ବେହେରା ): ଝିଅର ପାଠ ପଢା ପାଇଁ ଆବଶ୍ୟକ କାଗଜପତ୍ର ଦସ୍ତଖତ କରିବାକୁ ଯାଉଥିବା ସମୟରେ ରାସ୍ତାରେ ମହିଳାଙ୍କ ଅଜଣା ଗାଡି ଧକ୍କାରେ ମୃତ୍ୟୁ…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଆଜି ସକାଳୁ ଏକ ଦୁଃଖଦ ଘଟଣା ଘଟିଯାଇଛି। ଜଙ୍ଗଲୀ ହାତୀ ଦଳା ଚକଡାରେ ଜଣେ ମହିଳାଙ୍କ…
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଜରିପଡା ଦଳ ବେହେରା ସାହିରେ ଅଭାବନୀୟ ଘଟଣା ଘଟିଯାଇଛି। ବିଷାକ୍ତ ସାପ କାମୁଡ଼ାରେ ରୁନୁ ବେହେରା (୪୦)…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ସକାଳେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସାନ୍ତରାପୁର ସହିଦ ନଗରରେ ଅଭାବନୀୟ ଘଟଣା ଘଟିଯାଇଛି। ବାବୁ ପଣ୍ଡାଙ୍କ ସ୍ତ୍ରୀ ଟିକିନି ପଣ୍ଡା (୩୫)…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ନୀଳାଦ୍ରିପ୍ରସାଦ ଗ୍ରାମରେ ଆଜି ସକାଳୁ ଅଭାବନୀୟ ଘଟଣା ଘଟିଯାଇଛି। ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା…
କନ୍ଦର୍ପ ବେହେରା ରେଢ଼ାଖୋଲ: ନାକଟିଦେଉଳ ଥାନା ବାଟଗାଁ ଗ୍ରାମରେ ଜଣେ ମହିଳା ନିଜ ସ୍ବାମୀଙ୍କ ପାଖକୁ ଭାତ ନେଇ ଯାଉଥିବା ବେଳେ ଟିକିରା ନଦୀରେ ବୁଡ଼ି ମୃତ୍ୟୁବରଣ…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ପଙ୍କାଳ ଗ୍ରାମରେ ଏକ ହତ୍ୟାକାଣ୍ଡ ହୋଇଥିବାର ସୂଚନା ମିଳିଛି। ତେବେ ଉକ୍ତ ହତ୍ୟାକାଣ୍ଡ ପାରିବାରିକ କଳହ…
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ବଜ୍ରାଘାତରେ ଜନୈକ ମହିଳାଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲା ହରିପୁର ଗ୍ରାମର ସରଜୁ ମାଝି (୫୨) ଙ୍କ ବଜ୍ରାଘାତରେ ମୃତ୍ୟୁ ହୋଇଛି। ଘରେ…
କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ରେଞ୍ଜରେ ଦିନକୁ ଦିନ ହାତୀ ମଣିଷ ଲଢେଇ ବଢିବାରେ ଲାଗିଛି। ଅତୀତରେ ହାତୀ ଆକ୍ରମଣରେ ଅନେକ ଲୋକଙ୍କ ଜୀବନ ଯାଇଥିବା ବେଳେ…
ନୟାଗଡ/ରଣପୁର: ନୟାଗଡ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଗୋଟିଏ ଯାତ୍ରୀବାହୀ ଅଟୋ ରିକ୍ସା ସହ ଟ୍ରକ୍ ମୁହାଁ ମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ଜଣେ…
କନ୍ଦର୍ପ ବେହେରା ରେଢାଖୋଲ: ଗତକାଲି ରାତିରେ ରେଢାଖୋଲ ବନଖଣ୍ଡ ବ୍ରାହ୍ମଣୀ ଗ୍ରାମରେ ଜନୈକା ମହିଳାକୁ ହାତୀ ଆକ୍ରମଣ କରିବା ଫଳରେ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିବା…
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ପାତ୍ରପୁର ବ୍ଳକ ତଣ୍ଡିପୁର ପଞ୍ଚାୟତ ରାଜପୁର ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣା ଘଟି ଜଣେ ମହିଳା ଶ୍ରମିକଙ୍କ ମୃତୁ ଘଟିଥିବା…
କନ୍ଦର୍ପ ବେହେରା ରେଢାଖୋଲ : ଏଇ କିଛି ଦିନ ତଳେ ବାଟଗାଁ ପଂଚାୟତର ଭେଟିଆବେନିରେ ଜଣେ ମହିଳାକୁ ହାତୀ ମାରି ଦେଇଥିବା ଘଟଣା ମନରୁ ନ ଲିଭୁଣୁ…