ଆଜିର ଖବର ବାଣପୁରରେ ଅବକାରୀ ଓ ପୋଲିସର ମିଳିତ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ଜବତ ବାଣପୁର: ଗତକାଲି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ପୋଲିସ ଓ ଅବକାରୀ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି। ଉକ୍ତ ଚଢ଼ାଉରେ ବିପୁଳ ପରିମାଣରେ ଦେଶୀ ମଦ…