ଆଜିର ଖବର ବିଶ୍ଵର ବଡ଼ ବଡ଼ ସମସ୍ୟା ସମାଧାନ କରିବାର କ୍ଷମତା ଭାରତରେ ରହିଛି: ବିଲ ଗେଟ୍ସ ନୂଆଦିଲ୍ଲୀ: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ତଥା ବିଶ୍ଵର ଖ୍ୟାତନାମା ସମାଜସେବୀ ବିଲ ଗେଟ୍ସ ତାଙ୍କର ସ୍ମରଣୀୟ ଭାରତ ଗସ୍ତକୁ ନେଇ ସାମାଜିକ ଗଣମାଧ୍ୟମରେ ନିଜ ଅନୁଭୂତି ବାଣ୍ଟିଛନ୍ତି। ଏଥିରେ…