ଆଜିର ଖବର ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ ଭୁବନେଶ୍ଵର: ଆସନ୍ତା ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ରାଜ୍ୟରେ ମାଓବାଦୀ କାର୍ଯ୍ୟକଳାପକୁ ସମୂଳେ ନିପାତ କରିବା ଦିଗରେ ଓଡ଼ିଶା ପୋଲିସ ଦୃଢ଼ ସଙ୍କଳ୍ପବଦ୍ଧ। ଏହି ଲକ୍ଷ୍ୟ ପୂରଣ…