ମାନବାଧିକାର ଦିବସ

ବାଣପୁର: ବାଣପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଆଜି ସ୍ଥାନୀୟ ଶ୍ରୀ ଅରବିନ୍ଦ ସ୍କୁଲ ଏଫ ଇଣ୍ଟେଗ୍ରାଲ ଏଜୁକେସନ ପରିସରରେ ମାନବାଧିକାର ଦିବସ ପାଳିତ ହୋଇଯାଇଛି।…