ଆଞ୍ଚଳିକ ବାଣପୁରର ସେବାଦେବୀଙ୍କୁ ମିଳିଲା ଆଉ ଏକ ପ୍ରତିଭା ସମ୍ମାନ: ମା’ଭଗବତୀ ପ୍ରତିଭା ସମ୍ମାନରେ ସମ୍ମାନିତ ହେଲେ ପ୍ରେମଲତା ଦେବୀ ସମୀକ୍ଷା ବ୍ୟୁରୋ ଭୁବନେଶ୍ବର,୨୮/୧୨: ମା’ ଭଗବତୀ ବିକାଶ ପରିଷଦର ତ୍ରୟୋଦଶତମ ବାର୍ଷିକୀ ଉତ୍ସବ ଅବସରରେ ବାଣପୁରର ଖ୍ୟାତନାମା ହୋମିଓପ୍ୟାଥିକ ଡାକ୍ତର ପ୍ରେମଲତା ଦେବୀଙ୍କୁ ମା’ ଭଗବତୀ ପ୍ରତିଭା…