ଆଜିର ଖବର ବିଜେପି ନେତାଙ୍କୁ ହତ୍ୟା ଘଟଣା: ଅଭିଯୋଗ ପରେ ନିଜର ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ ଭୁବନେଶ୍ୱର: ଗତକାଲି ମାହଙ୍ଗା ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ହତ୍ୟା ଘଟଣାକୁ ନେଇ…