ଆଜିର ଖବର ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଦସ୍ତାବିଜର ଉନ୍ମୋଚନ କରିବେ ଉପରାଷ୍ଟ୍ରପତି ନୂଆଦିଲ୍ଲୀ: ଭାରତ ସରକାରଙ୍କ ମତ୍ସ୍ୟ ବିଭାଗ ଆସନ୍ତାକାଲି, ୯ ଜୁଲାଇ ୨୦୨୬ରେ ଭୁବନେଶ୍ୱରଠାରେ ‘ଗଭୀର ସମୁଦ୍ରରେ ଦୀର୍ଘସ୍ଥାୟୀ ମାଛ ଉତ୍ପାଦନ ଲାଗି ଅନୁମୋଦନ ପତ୍ର (ଏଲଓଏ)’ର ଶୁଭାରମ୍ଭ…