ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସ୍କାର ଏକ ସେତୁ ଉଦଘାଟନ କରିଛନ୍ତି। ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ ପରିବର୍ତ୍ତନ କରାଯାଇ ଏହାକୁ ନିର୍ମାଣ କରାଯାଇଛି…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର, ଆଜିଠାରୁ ଆରମ୍ଭ ହୋଇଛି ନୂଆ ଆର୍ଥିକ ବର୍ଷ। ଏହି ଆର୍ଥିକ ବର୍ଷର ଆରମ୍ଭ ଦିନରେ ମୁଖ୍ୟମନ୍ତ୍ରୀ ସେହି କାଳିଆ ଯୋଜନାରୁ ତାଙ୍କର ଜନହିତ କାର୍ଯ୍ୟ ଆରମ୍ଭ…
କଟକ, ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ…
ଭୁବନେଶ୍ବର, ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଶତବାର୍ଷିକୀ ଅବସରରେ ବିଧାନ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ସହ ନିଜର ବକ୍ତବ୍ୟ ରଖିଛନ୍ତି। ସେ ବିଧାନସଭାରେ ଯାହା…
ଭୁବନେଶ୍ୱର: ଆଇଆଇଟି-ଜେଇଇ ମେନ୍ ପରୀକ୍ଷାରେ ଓଡ଼ିଶା ଟପ୍ପର ହୋଇଥିବା ଗୌତମ ଦାସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ ଆଇଆଇଟି-ଜେଇଇ…
ଭୁବନେଶ୍ବର, ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ମୁଁ ଆପଣମାନଙ୍କୁ ସ୍ଵାଗତ କରୁଛି । ବିଜୁ ଜନତା ଦଳର ସବୁ କାର୍ଯ୍ୟକ୍ରମରେ…
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ 5T କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜନଜାତି , ଜାତି ବିକାଶ ବିଭାଗର ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ…
ଭୁବନେଶ୍ୱର, ଆଜି ୫-ଟି ଉପକ୍ରମ ଅଧିନରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ୫ ଗୋଟି ନୁଆ ଅନଲାଇନ ସେବା ମୁଖ୍ୟମନ୍ତ୍ରୀ ନବୀନ…
ଭୁବନେଶ୍ବର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା…
ଭୁବନେଶ୍ୱର: ‘କାଳିଆ ଯୋଜନା’ର ତୃତୀୟ କିସ୍ତି ଚାଷୀଙ୍କ ଆକାଉଣ୍ଟରେ ଜମା ହେବ। ଓଡ଼ିଶା ସରକାର ୫୩ ଲକ୍ଷ ଚାଷୀଙ୍କୁ ଡିବିଟି ଜରିଆରେ ୧୨ ଶହ କୋଟି ଟଙ୍କା…
ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ଗସ୍ତ କରି ବିଭିନ୍ନ ବିକାଶ ମୁଳକ କାର୍ଯ୍ୟ ପାଇଁ ୧୮ କୋଟି ଟଙ୍କା ଘୋଷଣା କରିଛନ୍ତି।…
ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଖୋଲିବା ପରେ ମୁଖ୍ୟମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ଗସ୍ତ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍ ରୋଡରେ ଏଲ୍ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। ଏହାଦ୍ବାରା ସରକାରୀ…
ଭୁବନେଶ୍ବର: ଆଜି ଦେଶ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।…
ଭୁବନେଶ୍ବର: ସ୍କୁଲରେ ହିଁ ଆମ ବ୍ୟକ୍ତିତ୍ବର ମୂଳଦୁଆ ପଡିଥାଏ। ଶିଶୁକୁ ସ୍କୁଲ ହିଁ ସମାଜ ସହ ଯୋଡିଥାଏ। ଆମ ସାମାଜିକ ଜୀବନର ଅୟମାରମ୍ଭ ହୋଇଥାଏ ବିଦ୍ୟାଳୟରୁ। ଶିକ୍ଷା…
ଭୁବନେଶ୍ବର, ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଗସ୍ତ କରିବେ। ସେ ଭୁବନେଶ୍ବରରୁ ହେଲିକେପ୍ଟରେ ଯୋଗେ ଦିନ 10ଟା 30ରୁ ବାହାରି କଟକ ଉପର ବାଲିଯାତ୍ରା ପଡିଆରେ…
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର ଆକାଉଣ୍ଟ ଫଲୋଅରସ ସଂଖ୍ୟା ବୃଦ୍ଧି ପାଇଛି। ଆଜି ଏହି ସଂଖ୍ୟା 3 ମିଲିୟନ ବା 30 ଲକ୍ଷରେ ପହଁଚିଛି। ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର, ଆସନ୍ତା ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରର ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ…
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ସମାରୋହରେ ଓଡ଼ିଶାର ରାଜ୍ୟପାଳ…
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମର ଅଂଶ ସ୍ବରୂପ ରାଜ୍ୟ ଶ୍ରମ ଓ କର୍ମଚାରୀ ବୀମା ବିଭାଗର…