ଅପରାଧ ମୁହାଣ ଖୋଳାକୁ ନେଇ ଗୋଷ୍ଠୀ ସଂଘର୍ଷ, ୭ ଆହତ ୪୦ ଗିରଫ, ଘଟଣାସ୍ଥଳରେ ବ୍ରହ୍ମପୁର ଏସ୍ ପି ଙ୍କ ଅନୁଧ୍ୟାନ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋଳନ୍ଥରା ଥାନା ଅର୍ନ୍ତଗତ ରାମେୟାପାଟଣା ଗ୍ରାମର ଲୋକେ ଚିଲିକା ତଟରେ ଏକ ମୁହାଣ ଖୋଳୁଥିବା ବେଳେ ନିକଟସ୍ଥ କୁତୁରୁ ଗ୍ରାମର ଲୋକମାନେ…