ଆଜିର ଖବର ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଭୁବନେଶ୍ୱର: ଓଡ଼ିଶାରେ ଦିନକୁ ଦିନ ବଢୁଥିବା ସଡ଼କ ଦୁର୍ଘଟଣା, ମୃତ୍ୟୁହାର ଏବଂ ଏଥିଯୋଗୁଁ ସୃଷ୍ଟି ହେଉଥିବା ସାମାଜିକ ଓ ଅର୍ଥନୈତିକ ସଙ୍କଟକୁ ନେଇ ବ୍ରହ୍ମପୁର ସାଂସଦ ଡ଼ଃ…