ରାଜ୍ୟ ଖବର ଖୁବ୍ ଶୀଘ୍ର ରତ୍ନଭଣ୍ଡାରର ଗଣତି ମଣତି: SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀ କଲେ ବିସ୍ତୃତ ଆଲୋଚନା ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…