ଜାତୀୟ ଖବର ଗୋନ୍ଦିଆ ଜଙ୍କସନ ଏବଂ ପୁରୀ ମଧ୍ୟରେ ରଥଯାତ୍ରା ସ୍ପେଶାଲ ଟ୍ରେନ୍ ଚଳାଚଳ ଭୁବନେଶ୍ୱର: ବାର୍ଷିକ ରଥଯାତ୍ରା ପର୍ବ ସମୟରେ ଭକ୍ତମାନଙ୍କ ଯାତ୍ରା ସୁବିଧା ଏବଂ ଯାତ୍ରୀମାନଙ୍କ ସମ୍ଭାବ୍ୟ ଭିଡ଼କୁ ଦୃଷ୍ଟିରେ ରଖି ଭାରତୀୟ ରେଳବାଇ ପକ୍ଷରୁ ମହାରାଷ୍ଟ୍ରର ଗୋନ୍ଦିଆ ଜଙ୍କସନ…