ଆଜିର ଖବର ରନ୍ଧନଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ବିଜୁ ଜନତା ଦଳର ଆନ୍ଦୋଳନ ଡାକରା ଭୁବନେଶ୍ୱର: ରନ୍ଧନ ଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ବିଜୁ ଜନତା ଦଳର ତିନି ଶାଖା ମହିଳା, ଛାତ୍ର ଓ ଯୁବ ସଂଗଠନ ଆନ୍ଦୋଳନକୁ ଓହ୍ଲାଇବେ। ରନ୍ଧନଗ୍ୟାସର ଅହେତୁକ ଦର…