Hockey Worldcup23 ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମକୁ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ରାଉରକେଲା ଗସ୍ତରେ ଯାଉଛନ୍ତି। ସେ ସେଠାରେ ବହୁ ପ୍ରତୀକ୍ଷିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଉଦଘାଟନ କରିବେ। ଏହି…