ରାଜଧାନୀରେ କରୋନା

ଭୁବନେଶ୍ବର, କରୋନା ଜାଲରୁ ଏବେ ବି ମୁକୁଳି ପାରୁନାହିଁ ରାଜଧାନୀ ଭୁବନେଶ୍ବର। ପ୍ରାୟ ପ୍ରତିଦିନ ବହୁ ସଂଖ୍ୟାରେ କରୋନା ଆକ୍ରାନ୍ତ ସହରର ବିଭିନ୍ନ ସ୍ଥାନରୁ ଚିହ୍ନଟ ହେଉଛନ୍ତି।…