ଆଜିର ଖବର ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୬ରେ ଭାଗ ନେଇଥିବା ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ…