ଆଜିର ଖବର ପ୍ରକାଶ ପାଇଲା ଏସ୍ଆଇଆର୍-୨୦୨୬ ଅନ୍ତର୍ଗତ ଚିଠା ଭୋଟର ତାଲିକା ଭୁବନେଶ୍ଵର: ରାଜ୍ୟରେ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)-୨୦୨୬ ଅନ୍ତର୍ଗତ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ୍ ଏହାର ସବିଶେଷ ସୂଚନା…