ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର: ଆଧୁନିକ ଓଡ଼ିଶାର ଅନ୍ୟତମ ନିର୍ମାତା ତଥା ଓଡ଼ିଆ ସ୍ୱାଭିମାନର ପ୍ରତୀକ ମହାନ ଜନନାୟକ ବିଜୁ ପଟ୍ଟନାୟକ ଜଣେ କିମ୍ବଦନ୍ତୀ ପୁରୁଷ ଥିଲେ। ସେ ନିଜର ଦୁଃସାହସିକତା,…