ଅପରାଧ ଖୋର୍ଦ୍ଧା: ରାଜ୍ୟ ଅବକାରୀ ଫ୍ଲାଇଙ୍ଗ୍ ସ୍କ୍ୱାଡ୍ ର ଚଢାଉ, ୨୭ ଲକ୍ଷର ବ୍ରାଉନ ସୁଗାର ଜବତ, ଜଣେ ଗିରଫ ଖୋର୍ଦ୍ଧା: ଓଡିଶା ଅବକାରୀ କମିଶନର ଆଇପିଏସ ଆଶିଷ କୁମାର ସିଂଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜି କଟକସ୍ଥିତ ରାଜ୍ୟ ଅବକାରୀ ଫ୍ଲାଇଙ୍ଗ୍ ସ୍କ୍ୱାଡ୍, ଖୋର୍ଦ୍ଧା ଜିଲ୍ଲାରେ ଚଢ଼ାଉ କରି…