ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନା

ଭୁବନେଶ୍ୱର: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର୯,୯୭,୦୫୫…