ଆଜିର ଖବର ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ଆଜି ଏସ୍ସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। କୃଷି ଓ…