ଆଜିର ଖବର ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ଧୀରେ ଧୀରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ଆରମ୍ଭ ହେଉଛି। ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବ ବୋଲି ଆକଳନ…