ଆଜିର ଖବର ଜିଲ୍ଲାପାଳ ଅମ୍ରିତ୍ ଋତୁରାଜାଙ୍କ ରାଧାଗୋବିନ୍ଦ ଶେଫାଳି ସଂଗ୍ରହଶାଳା ପରିଦର୍ଶନ ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ୍ ଅମ୍ରିତ୍ ଋତୁରାଜ ଖୋର୍ଦ୍ଧା ପୌରାଞ୍ଚଳ ରାଧାବଲ୍ଲଭ ସାହିରେ ଥିବା ବିଶିଷ୍ଟ କ୍ରୀଡାବିତ୍, ସଂସ୍କୃତି ସମ୍ପନ୍ନ ବ୍ୟକ୍ତିତ୍ଵ…