ଜାତୀୟ ଖବର ରାଷ୍ଟ୍ରପତିଙ୍କ ଗାଁ ପାହାଡପୁରରେ ପ୍ରଧାନମନ୍ତ୍ରୀ, ପୂଜାପାଠ ସହିତ ଗାଁ ବୁଲିଲେ ମୋଦି ରାଇରଙ୍ଗପୁର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନରେ ତାଙ୍କ ଗ୍ରାମ ପାହାଡପୁର ବୁଲିଲେ ପ୍ରଧାନମନ୍ତ୍ରୀ ମୋଦି। ସେଠାରେ ଆୟୋଜିତ ସ୍ବାଗତ ସମ୍ବର୍ଦ୍ଧନା ତାଙ୍କୁ ଗାଁ କୁ ନିଆଯାଇଥିଲା।…