ଆଜିର ଖବର ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର ଭୁବନେଶ୍ୱର: ଭାରତର ସମ୍ବିଧାନ ରାଷ୍ଟ୍ରର ନାଗରିକଙ୍କୁ ବ୍ୟକ୍ତିଗତ ସ୍ତରରେ ଏବଂ ସାମୂହିକ ଭାବେ ପ୍ରତ୍ୟେକ କ୍ଷେତ୍ରରେ ଉତ୍କର୍ଷତା ବୃଦ୍ଧି କରିବା ସୁନିଶ୍ଚିତ କରିଛି। ଯାହାଦ୍ୱାରା କି ରାଷ୍ଟ୍ର…