ଆଜିର ଖବର ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ ଭୁବନେଶ୍ୱର: ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ପୂର୍ବତଟ ରେଳପଥ ଏକ ବଡ଼ ସଫଳତା ହାସଲ କରିଛି। ପୂର୍ବଘାଟ ପର୍ବତମାଳାର ଜଟିଳ ଭୌଗୋଳିକ ପରିସ୍ଥିତି ମଧ୍ୟରେ ୨୦୨୫-୨୬ ଆର୍ଥିକ…