ଆଜିର ଖବର ବାଣପୁର ଠାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ: ୪୧୮ ଟି ଅଭିଯୋଗ ଗ୍ରହଣ କଲେ ଖୋର୍ଦ୍ଧା ଜିଲ୍ଲାପାଳ ସୀତାରାମ ଅଗ୍ରୱାଲ ବାଣପୁର: ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଆଜି ବାଣପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ…