ଆଜିର ଖବର ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ରେଡ୍ ରନ୍ (୩.୦) ମାରାଥନ ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଓଡ଼ିଶା ରାଜ୍ୟ ଏଡ଼ସ୍ ନିୟନ୍ତ୍ରଣ ସମିତି, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ଜିଲ୍ଲା ଏଡ଼ସ୍ ପ୍ରତିକାର ଓ…