ଜାତୀୟ ଖବର ବାଲେଶ୍ୱରରେ ମୋଟ୍ ୨୦୦ କିମି ରେଳ ଟ୍ରାକର ନବୀକରଣ ହୋଇଛି: ରେଳ ମନ୍ତ୍ରୀ ଭୁବନେଶ୍ୱର: ୨୦୧୪ରୁ ୨୦୨୬ ମଧ୍ୟରେ ବାଲେଶ୍ୱର ଜିଲ୍ଲାରେ ମୋଟ୍ ୨୦୦ କିଲୋମିଟର ରେଳ ଟ୍ରାକର ନବୀକରଣ କରାଯାଇଛି ବୋଲି କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ଏବଂ…