ରୋହିତ ଶର୍ମା

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ନିୟମିତ ଅଧିନାୟକ ରୋହିତ ଶର୍ମା ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଆହତ ହୋଇଥିଲେ। ଏହି କାରଣରୁ ସେ ତୃତୀୟ ଦିନିକିଆରେ ଖେଳିପାରିନଥିଲେ।…

ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ ହୋଇଛି। ଆହତ କାରଣରୁ କ୍ୟାପଟେନ ରୋହିତ ଶର୍ମା ପ୍ରଥମ ଟେଷ୍ଟରୁ ବାଦ ପଡିଛନ୍ତି। ତାଙ୍କ…

ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ରୋହିତ ଶର୍ମା ଆହତ ହୋଇଥିଲେ। ରୋହିତଙ୍କ ବାମ ହାତର ଆଙ୍ଗୁଠିରେ ଆଘାତ ଲାଗିଥିଲା ​​ଏବଂ…

ଢାକା: ଭାରତୀୟ ଦଳ ଆଜି ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍ ଖେଳୁଛି। ଏହି ‘କର ବା ମର’ ମ୍ୟାଚରେ ଦଳ ପାଇଁ ଖରାପ ଖବର ଆସିଛି।…

ନୂଆଦିଲ୍ଲୀ: ଆଗାମୀ ଦିନରେ ଭାରତୀୟ କ୍ରିକେଟ୍ ଦଳରେ ଅନେକ ପରିବର୍ତ୍ତନ ହେବାକୁ ଯାଉଛି। ଟି-୨୦ ଆନ୍ତର୍ଜାତୀୟରୁ ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଛୁଟି ସ୍ଥିର ହୋଇଛି। ଏହା ସତ୍ତ୍ୱେ…

ନୂଆଦିଲ୍ଲୀ: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ୍ ଦଳ ଆଜି ଟି-୨୦ ବିଶ୍ୱକପ୍ ସୁପର ୧୨ ରେ ‘ବ୍ଲକବଷ୍ଟର’ ମ୍ୟାଚ୍‌ରେ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷରେ ମୁହାଁମୁହିଁ ହୋଇଛି।…

ନାଗପୁର: ରୋହିତ ଶର୍ମାଙ୍କ ନେତୃତ୍ୱରେ ଶୁକ୍ରବାର ଦିନ ନାଗପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି -୨୦ ମ୍ୟାଚରେ ଅଷ୍ଟ୍ରେଲିଆକୁ ଟିମ୍ ଇଣ୍ଡିଆ ପରାସ୍ତ କରିଛି। ତେବେ ଭାରତୀୟ ଅଧିନାୟକ…

ନାଗପୁର: ନାଗପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ରେ ଟିମ୍ ଇଣ୍ଡିଆ ଅଷ୍ଟ୍ରେଲିଆକୁ ୬ ୱିକେଟ୍ ରେ ପରାସ୍ତ କରିଛି। ଏହି ବର୍ଷା ବାଧାପ୍ରାପ୍ତ ୮ ଓଭର ମ୍ୟାଚରେ…

ନୂଆଦିଲ୍ଲୀ: ଡିଫେଣ୍ଡିଂ ଚାମ୍ପିଅନ୍ ଭାରତର ଏଥର ଏସିଆ କପ୍ ଜିତିବାର ସମ୍ଭାବନା ଦେଖାଯାଉନାହିଁ। ପାକିସ୍ତାନ ବିପକ୍ଷ ସୁପର-୪ ମ୍ୟାଚ୍ ହାରିଯିବା ପରେ ଭାରତ ମଧ୍ୟ ଶ୍ରୀଲଙ୍କା ଠାରୁ…

ନୂଆଦିଲ୍ଲୀ: ରବିବାର ଦିନ ଏସିଆ କପ୍ ୨୦୨୨ରେ ଦ୍ୱିତୀୟ ଥର ପାଇଁ ଭାରତ ଏବଂ ପାକିସ୍ତାନ ଦଳ ମୁହାଁମୁହିଁ ହେବେ। ପ୍ରଥମ ମ୍ୟାଚରେ ଭାରତ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ…

ନୂଆଦିଲ୍ଲୀ: ଟି-୨୦ ଏବଂ ଦିନିକିଆ ସିରିଜରେ ଇଂଲଣ୍ଡକୁ ପରାସ୍ତ କରିବା ପରେ ବର୍ତ୍ତମାନ ଟିମ୍ ଇଣ୍ଡିଆ ୱେଷ୍ଟଇଣ୍ଡିଜ୍ ସହିତ ମୁହାଁମୁହିଁ ହେବ। ଖୁବ୍ ଶୀଘ୍ର ଟିମ୍ ଇଣ୍ଡିଆ…

ଲର୍ଡସ: ଗତକାଲି ଲର୍ଡସରେ ଅନୁଷ୍ଠିତ ଦ୍ଵିତୀୟ ଦିନିକିଆ ମ୍ୟାଚରେ ଭାରତୀୟ ଦଳ ଏକପାଖିଆ ପରାଜୟର ସମ୍ମୁଖୀନ ହୋଇଛି। ଭାରତୀୟ ଦଳକୁ ଇଂଲଣ୍ଡ ୧୦୦ ରନରେ ପରାସ୍ତ କରିଛି।…

ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚରେ ସୂର୍ଯ୍ୟକୁମାର ଯାଦବ ଏକ ଚମତ୍କାର ଶତକ ହାସଲ କରିଥିଲେ।…

ନୂଆଦିଲ୍ଲୀ: ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ଆଜିକାଲି ଏକ ଖରାପ ପର୍ଯ୍ୟାୟ ଦେଇ ଗତି କରୁଛନ୍ତି। ତାଙ୍କ ବ୍ୟାଟ୍ କ୍ରିକେଟ୍ ର ତିନୋଟି ଫର୍ମାଟରେ ଚାଲୁନାହିଁ।…

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଦିନିକିଆ ଏବଂ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଇଂଲଣ୍ଡ ବିପକ୍ଷରେ ପଞ୍ଚମ ଟେଷ୍ଟ ପରେ ଭାରତୀୟ ଦଳ ୩…

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟ ପୂର୍ବରୁ ଟିମ୍ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ସୂଚନାନୁସାରେ, କରୋନାରେ ସଂକ୍ରମିତ ହୋଇଥିବା ରୋହିତ ଶର୍ମା ପଞ୍ଚମ ଟେଷ୍ଟରେ…

ନୂଆଦିଲ୍ଲୀ: ଭାରତୀୟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। କିନ୍ତୁ ବର୍ତ୍ତମାନ ଭାରତୀୟ ଦଳରୁ ଏକ ଚିନ୍ତାର ଖବର ବାହାରିଛି। ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା…

ମୁମ୍ବାଇ: ଆଇପିଏଲର ଶ୍ରେଷ୍ଠ ଦଳ ମଧ୍ୟରୁ ମୁମ୍ବାଇ ଇଣ୍ଡିଆନ୍ସ ଅନ୍ୟତମ। ଏହି ଦଳ ୫ ଥର ଇଣ୍ଡିଆନ୍ ପ୍ରିମିୟର ଲିଗ୍ ଟାଇଟଲ୍ ଜିତିଛି। କିନ୍ତୁ ଆଇପିଏଲ୍ ୨୦୨୨…

ମୁମ୍ବାଇ: ଆଇପିଏଲର ୧୫ ତମ ସଂସ୍କରଣ ଚାଲୁ ରହିଛି। ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ପରି ବଡ ବ୍ୟାଟ୍ସମ୍ୟାନ୍ ଚଳିତ ସିଜନରେ କ୍ରିକେଟ ପ୍ରେମୀଙ୍କୁ ନିରାଶ…

ମୁମ୍ବାଇ: ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ପୁଣି ଥରେ ହାରିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ପଞ୍ଜାବ କିଙ୍ଗସ ମୁମ୍ବାଇ ଦଳକୁ ୧୨ ରନରେ ପରାସ୍ତ କରିଛି। ଏହି ସିଜିନରେ…

ମୁମ୍ବାଇ: ଆଜି କୋଲକାତା ନାଇଟ୍ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମ୍ୟାଚ୍ ଖେଳାଯିବ। ଏହି ସଂସ୍କରଣରେ ମୁମ୍ବାଇର ଖରାପ ଆରମ୍ଭ ହୋଇଛି। ଦଳ ପ୍ରଥମ ଦୁଇଟି…