ବିଶେଷ ଖବର ଜି-୨୦ ସମୟରେ କ’ଣ କରିବେ ଓ କ’ଣ କରିବେ ନାହିଁ? ମନ୍ତ୍ରୀମାନଙ୍କ ପାଇଁ ଲକ୍ଷ୍ମଣ ରେଖା ଟାଣିଲେ ପ୍ରଧାନମନ୍ତ୍ରୀ ମୋଦି ନୂଆଦିଲ୍ଲୀ: ଜି-୨୦କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ସ୍ୱତନ୍ତ୍ର ପରାମର୍ଶ ଦେଇଛନ୍ତି। ଜି-୨୦ ସମୟରେ ମନ୍ତ୍ରୀମାନଙ୍କୁ ଦିଲ୍ଲୀରେ ରହିବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ। ଯେଉଁ ମନ୍ତ୍ରୀମାନେ…