ଜାତୀୟ ଖବର ଆଜି ଭାରତ ଆତଙ୍କବାଦୀଙ୍କୁ ସେମାନଙ୍କ ଘରେ ପଶି ମାରୁଛି’ ଦୀପାବଳିରେ ସେନାଙ୍କୁ ଏପରି କହିଲେ ମୋଦୀ ନୂଆଦିଲ୍ଲୀ, ସେନାବାହିନୀ ଯବାନଙ୍କ ସହିତ ଦୀପାବଳି ପାଳନ କରିବାର ପରମ୍ପରାକୁ ବଜାୟ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ସୀମାର ଲୋଙ୍ଗେୱାଲା ପୋଷ୍ଟରେ ଯବାନଙ୍କ ସହିତ…