ଆଜିର ଖବର ୧୯ ଦିନରେ ଅହୋରାତ୍ର ଗଣଧାରଣା: ସମସ୍ୟା ସମାଧାନ ସମ୍ପର୍କିତ ବିଜ୍ଞପ୍ତିକୁ ଅପେକ୍ଷା କରି ରହିଲେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ଆହ୍ୱାନରେ ରାଜ୍ୟ ରାଜଧାନୀ ଭୁବନେଶ୍ୱର ସ୍ଥିତ ଲୋୟର୍ ପି.ଏମ୍.ଜି. ଗାନ୍ଧିମାର୍ଗରେ ଚାଲିଥିବା ଅହୋରାତ୍ର ଗଣଧାରଣା ୧୯ ଦିନରେ ପହଞ୍ଚିଛି।…