ବିଶେଷ ଖବର ଛାତ୍ରୀମାନଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ରାଜ୍ୟ ସରକାର ତତ୍ପର: ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ବଡ ଘୋଷଣା କରିଛନ୍ତି। ରାଜ୍ୟରେ ଛାତ୍ରୀମାନଙ୍କ ପ୍ରତି ବଢୁଥିବା ଅପରାଧକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଏକ କାର୍ଯ୍ୟକ୍ରମ…